Accident Spot
ମାଛ ବେପାରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଜଗତସିଂହପୁର ଜିଲ୍ଲା ପାରାଦୀପ ଅଠରବାଙ୍କୀ ଅଞ୍ଚଳରେ ଟ୍ରକ ଚକାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମହେନ୍ଦ୍ର ଜେନା ।
Advertisment
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି ।
ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବାବେଳେ ଉତ୍ତ୍ୟକ୍ତ ଲୋକ ଅଠରବାଙ୍କୀ ରାସ୍ତା ଅବରୋଧ କରିଛନ୍ତି । ପାରାଦୀପ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
