Advertisment

ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍‌

ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।

Accident Spot

Accident Spot

Advertisment

ମାଛ ବେପାରୀଙ୍କ ଉପରେ ଚଢିଗଲା ଟ୍ରକ୍‌ । ଜଗତସିଂହପୁର ଜିଲ୍ଲା ପାରାଦୀପ ଅଠରବାଙ୍କୀ ଅଞ୍ଚଳରେ ଟ୍ରକ ଚକାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମହେନ୍ଦ୍ର ଜେନା ।

Advertisment

ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି ।

ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବାବେଳେ ଉତ୍ତ୍ୟକ୍ତ ଲୋକ ଅଠରବାଙ୍କୀ ରାସ୍ତା ଅବରୋଧ କରିଛନ୍ତି । ପାରାଦୀପ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Advertisment
Accident Jagatsinghpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe