Advertisment

ପଲ୍‌ସରକୁ ପିଟି ଦେଲା ହାଇୱା: ବାପା, ମା’, ପୁଅ ଓ ଝିଅ ମୃତ

ଦୁର୍ଘଟଣା ଘଟାଇଥିବା ହାଇୱାକୁ ଜବତ କରାଯାଇଛି। ଡ୍ରାଇଭର ଫେରାର ହୋଇଯାଇଛନ୍ତି।

ଅଦ୍ୟତନ ହୋଇଛି
Truck

Truck

Advertisment

ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ଜୀବନ। ପ୍ରାଣ ହରାଇଲେ ବାପା, ମା’, ପୁଅ ଓ ଝିଅ। ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ପିଙ୍ଗୁଆ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକମାନେ ଖଙ୍କିରା ଗାଁର। 

Advertisment

ଏହି ପରିବାର ଏକ ପଲ୍‌ସରରେ ବନ୍ଧୁ ଘରକୁ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ହାଇୱା ସେମାନଙ୍କୁ ଧକ୍କା ଦେଇଥିଲା। ବାପାମା’ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଦୁଇ ଛୁଆଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ପୁଅକୁ ୧୧ ବର୍ଷ ହୋଇଥିବା ବେଳେ ଝିଅକୁ ୫ ବର୍ଷ ହୋଇଥିଲା। 

ଦୁର୍ଘଟଣା ଘଟାଇଥିବା ହାଇୱାକୁ ଜବତ କରାଯାଇଛି। ତେବେ ହାଇୱା ଡ୍ରାଇଭର ଫେରାର ହୋଇଯାଇଛନ୍ତି।   

Advertisment
Accident Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe