ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଲଖନା ପଞ୍ଚାୟତ ଶିଙ୍ଗପାଲି ଗ୍ରାମରେ ଏହି ଅଘଟଣ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ନିକିତା ସୁନା।
ନିକିତାଙ୍କ ବାପାମା’ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଛନ୍ତି। ନିକିତା ନିଜ କାକାଙ୍କ ପାଖରେ ରହୁଥିଲେ। ଗତକାଲି ନିକିତା ଘରେ ରୋଷେଇ କରୁଥିବା ବେଳେ ଓଦା ହାତରେ ବିଦ୍ୟୁତ ତାରକୁ ଧରି ନେଇଥିଲେ। କାକା ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।
Also Read
ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ନିକିତାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।