Advertisment

ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ

ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।

Fire

Fire

Advertisment

ନିଆଁ ଲାଗି ଜଳିଗଲା ଧାନ ଗଦା। ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ବୀରଜାମ ଗାଁରେ ଏହି ଘଟଣା ଘଟିଛି। ନିଆଁଲାଗି ଖଳାରେ ଥିବା୧୦ ଏକର ଜମିର ଧାନ ଗଦା ଜଳିଯାଇଛି।

Advertisment

ଚାଷୀମାନେ କ୍ଷେତରୁ ଧାନ ଅମଳ କରି ଖଳାରେ ରଖିଥିଲେ। ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ। ରାତିରେ ଧାନ ଗଦା ହୁତୁହୁତୁ ହୋଇ ଜଳୁଥିବା ଗ୍ରାମବାସୀ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।

Advertisment
Baragrah Fire Breakout
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe