ହେଲ୍‌ପଲାଇନ୍‌ ନମ୍ୱର ଜାରି କଲା ପୂର୍ବତଟ ରେଳପଥ

ରାୟଗଡ଼ା ହେଲପ୍‌ଲାଇନ ନଂ- 9439741071, 7326812986 ନମ୍ୱର ଜାରି କରାଯାଇଛି।

Train Accident PhotoOR

ପାସେଞ୍ଜରକୁ ଧକ୍କା ଦେଇଛି ପାସେଞ୍ଜର

Manoranjan Sial
  • Published: Sunday, 29 October 2023
  • Updated: 29 October 2023, 09:41 PM IST

Sports

Latest News

ଦୁର୍ଘଟଣା ପରେ ହେଲ୍‌ପଲାଇନ୍‌ ନମ୍ୱର ଜାରି କଲା ପୂର୍ବତଟ ରେଳପଥ। ବିଶାଖାପାଟଣା କୋଚିଂ କଣ୍ଟ୍ରୋଲ ନଂ- 8978080939, ବିଶାଖାପାଟଣା ଷ୍ଟେସନ ନଂ- 0891-2746330, 8106053052, ହେଲପ୍‌ଲାଇନ୍ ନଂ- 0674-2301625, 2301525, 2303069 ଜାରି କରାଯାଇଛି। ଏଥିସହ ରାୟଗଡ଼ା ହେଲପ୍‌ଲାଇନ ନଂ- 9439741071, 7326812986 ନମ୍ୱର ଜାରି କରାଯାଇଛି। ଦୁଇ ଟ୍ରେନ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନେ ଏହି ନମ୍ୱରରେ ଫୋନ୍‌ କରି ତଥ୍ୟ ସଂଗ୍ରହ କରିପାରିବେ।

Also Read

ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌ ନିର୍ଦ୍ଧାରିତ ସମୟରେ ବିଶାଖାପାଟଣାଠାରୁ ଛାଡ଼ିଥିଲା। ବିଶାଖାପାଟଣା-ପଲାସା ପାସେଞ୍ଜର ଛାଡ଼ିବାର ୧୫ ମିନିଟ୍‌ ପରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ଛାଡ଼ିଥିଲା। କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍‌ଠାରୁ ୨୦୦ ମିଟର ଦୂରରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌ଟି ଛିଡ଼ା ହୋଇଥିଲେ। ଠିକ୍‌ ସେହି ସମୟରେ ସେହି ଟ୍ରାକ୍‌ରେ ଆସୁଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଫଳରେ ପଲାସା ପସେଞ୍ଜର ୨ଟି ବଗି ଅନ୍ୟ ଟ୍ରାକ୍‌ରେ ପଡ଼ିଥିଲା। ସେହି ସମୟରେ ଆସୁଥିବା ମାଲ୍‌ବାହୀ ଟ୍ରେନ୍‌ ପଲାସା ପାସେଞ୍ଜର ଦୁଇଟି ବଗିକୁ ଧକ୍କା ଦେଇଥିଲା। ଫଳରଆ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଛନ୍ତି। 

ସ୍ଥାନୀୟ ଲୋକ ଓ ରେଳ ବିଭାଗ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଅନ୍ଧକାର ରାତି ହୋଇଥିବାରୁ ଉଦ୍ଧାର କାର୍ଯ୍ୟରେ ପ୍ରଭାବିତ ହେଉଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story