ବିଜେଡି ନେତା ତଥା ହାଇଟେକ୍ ହସ୍ପିଟାଲର ମାଲିକ ତିରୁପତି ପାଣିଗ୍ରାହୀଙ୍କୁ ହାଇଟେକ୍ ଟ୍ରାଜେଡିକୁ ନେଇ ଗିରଫ ଦାବି କରିଛି ଛାତ୍ର କଂଗ୍ରେସ। ରାଜ୍ୟକୁ ସ୍ତବ୍ଧ କରିଦେଇଛି ହାଇଟେକ୍ ହସ୍ପିଟାଲରେ ହୋଇଥିବା ଗଡ଼ବଡ଼। ବିଜେପି କହିଲା ହସ୍ପିଟାଲରେ 20 ପ୍ରତିଶତରୁ ଅଧିକ ପୋଡ଼ା ରୋଗୀଙ୍କ ଚିକିତ୍ସା ସୁବିଧା ନାହିଁ । 90 ପ୍ରତିଶତ ପୋଡ଼ି ଯାଇଥିବା ରୋଗୀଙ୍କୁ କି ପ୍ରକାର ଚିକିତ୍ସା କରୁଥିଲା ହସ୍ପିଟାଲ। ତେବେ ପୁଲିସ୍ ଏ ଯାଏଁ କାହା ବିରୋଧରେ ଆକସନ୍ ନ ନେବାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ ଯେ, ଡିସେମ୍ବର ୨୯ ତାରିଖରେ ହାଇଟେକ୍ ମେଡିକାଲରେ ବିସ୍ଫୋରଣ ଘଟିଥିଲା। ଏଥିରେ ୪ ଜଣ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।