ହାଇଟେକ୍ ମେଡିକାଲ ବିସ୍ଫୋରଣ ଘଟଣାକୁ ନେଇ ମୁହଁ ଖୋଲିଲେ ହସ୍ପିଟାଲର ମାଲିକ ତିରୁପତି ପାଣିଗ୍ରାହୀ । ସେ ସଫେଇ ଦେଇ କହିଲେ ଶବ ଚିହ୍ନଟ ବିଭ୍ରାଟରେ ଆମର କୌଣସି ତ୍ରୁଟି ନାହିଁ । ପରିବାର ଲୋକ ହିଁ ଚିହ୍ନଟ କରି ଶବ ନେଇଥିଲେ । ଶୁଣନ୍ତୁ ହାଇଟେକ୍ ମେଡିକାଲ୍ ଟ୍ରାଜେଡିକୁ ନେଇ ଆଉ କଣ କହୁଛନ୍ତି ତିରୁପତି ପାଣିଗ୍ରାହୀ। ସୂଚନାଯୋଗ୍ୟ ଯେ, ଡିସେମ୍ବର ୨୯ ତାରିଖରେ ହାଇଟେକ୍ ମେଡିକାଲରେ ବିସ୍ଫୋରଣ ଘଟିଥିଲା। ଏଥିରେ ୪ ଜଣ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।