ସେଣ୍ଟ୍ରିଂ ବେଳେ ଭାଙ୍ଗିଗଲା କ୍ରେନ୍। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ସେଠାରେ କାମ କରୁଥିବା ଶ୍ରମିକ। ଭୁବନେଶ୍ୱର ୟୁନିଟ୍-୮ ଓଏମସି କଲୋନୀରେ ବିଲ୍ଡିଂ ନିର୍ମାଣ ବେଳେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ଜଣେ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଓଏମସି କଲୋନୀରେ ୧୦ ତାଲା ବିଲ୍ଡିଂର ଛାତ ପଡ଼ିବା ପାଇଁ ସେଣ୍ଟ୍ରିଂ କାମ ଚାଲିଥିଲା। ଏହି ସମୟରେ କ୍ରେନଟି ଭାଙ୍ଗି ଯାଇଥିଲା। ଦୁର୍ଘଟଣାରେ ଜଣେ ଶ୍ରମିକ ଆହତ ହୋଇଥିଲେ। କ୍ରେନ ଭୁଶୁଡ଼ିବା ସମୟରେ ତଳେ ୧୪ରୁ ୧୫ ଜଣ ଶ୍ରମିକ କାମ କରୁଥିଲେ। ହେଲେ ସୌଭାଗ୍ୟ ବଃଶତ ଏହି ଶ୍ରମିକଙ୍କର କିଛି ହୋଇନାହିଁ। ତେବେ କିପରି ଏତେ ବଡ଼ ଅଘଟଣ ଘଟିଲା ସେନେଇ କାରଣ ଅସ୍ପଷ୍ଟ ରହିଛି।
Also Read
ଘଟଣା ସଂପର୍କରେ ନିର୍ମାଣ କମ୍ପାନୀର ଅଧିକାରୀ କହିଛନ୍ତି ଯେ, କ୍ରେନ ଭୁଶୁଡିବା ବେଳେ ତଳେ କୌଣସି ଶ୍ରମିକ କାମ କରୁନଥିଲେ। ନିର୍ମାଣ ବେଳେସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବିଲ ମଝିରେ ଜଳିଗଲେ ଚାଷୀ
ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।
Accident
ଇଭି ଶୋ' ରୁମରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଏକାଧିକ ଗାଡ଼ି
ସର୍ଟସର୍କିଟରୁ ଶୋ' ରୁମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ୍ ତଳକୁ ଖସିଲେ ବାଇକ୍ ଚାଳକ
ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।