ଭୁବନେଶ୍ବରରେ ହିଟ୍ ଆଣ୍ଡ ରନ ମାମଲାକୁ 5 ରୁ 6 ଦିନ ବିତିଗଲାଣି । ଦୁର୍ଘଟଣାରେ ଶିକାର ଜଣେ ଝିଅ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଦୁର୍ଘଟଣା ଘଟାଇଥିବା ରେଞ୍ଜ ରୋଭର ଗାଡିର ମାଲିକାନା ଅଛି ବିଶାଳଙ୍କ କମ୍ପାନୀ ହାତରେ । ବିଜେପି ପଚାରିଲା, ଆଇନ ତା ବାଟରେ ଯାଉ କହି ଅପରାଧୀକୁ ଖସାଇବାକୁ ନବୀନଙ୍କ ଉଦ୍ୟମ କି ? ଟଙ୍କଧର ତ୍ରିପାଠୀ କହିଲେ କିଛି ଲୋକ କହୁଛନ୍ତି ସେଦିନ ଦୁର୍ଘଟଣା ପରେ ଗାଡିରୁ ଓହ୍ଲାଇ ଯିବା ଦେଖିଛୁ । ଦୁର୍ଘଟଣା ପରେ ମାଲିକ କେମିତି ଚମ୍ପଟ ମାରିଲା, କାହା ପ୍ରଭାବରେ ପୁଲିସ୍ ବଦଳାଇଲା ଗାଡି ନମ୍ବର । କଂଗ୍ରେସ କହିଲା ଲୁଚନି ବିଶାଳ, ପଦାକୁ ଆସି ନିଜ ମତ ରଖ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।