ଭୁବନେଶ୍ୱର ରେଞ୍ଜ ରୋଭର ବେପରୱା ଡ୍ରାଇଭିଂ ଘଟଣା ପଛରେ ଅଛନ୍ତି କେଉଁ ପ୍ରଭାବଶାଳୀ ? ଘଟଣାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ଭିତରେ ସାମ୍ନାକୁ ଆସିଛି ନୂଆ ତଥ୍ୟ। ସେହି ଗାଡ଼ିଟି ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ୍ଙ୍କ ବୋଲି ଚର୍ଚ୍ଚା ହେଉଛି। ଝାରସୁଗୁଡ଼ୁା ଆରଟିଓରୁ ମିଳିଥିବା ତଥ୍ୟ ଅନୁସାରେ ଗାଡ଼ିଟି ଆର୍ମର୍ସରେ ଭେଞ୍ଚର୍ସ ପ୍ରାଇଭେଟ୍ ଲିମିଟେଡର। କର୍ପୋରେଟ୍ ଆଫାୟାର୍ସ ମନ୍ତ୍ରାଳୟ ୱେବସାଇଟର ତଥ୍ୟ ଦର୍ଶାଉଛି ଏଇ କମ୍ପାନୀର ଅନ୍ୟତମ ନିର୍ଦ୍ଦେଶକ ଅଛନ୍ତି ବିଶାଳ ଦାସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରଙ୍ଗରୁଟ ହେଲା କାଳ; ଜଣଙ୍କ ଜୀବନ ଗଲା, ଆଉ ଜଣେ ଗୁରୁତର
ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।
Accident
ଫାଟକରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ! ମାଡ଼ିଗଲା ଟ୍ରେନ୍, ୨ ମୃତ
ଟ୍ରେନ୍ ଆସୁଥିବାରୁ ରାତି ପ୍ରାୟ ୯ଟା ବେଳେ କଳୁଙ୍ଗା ରେଳ ଫାଟକ ପଡ଼ିଥିଲା। ଠିକ୍ ସେତିକି ବେଳେ ୫ ଜଣ ଯୁବକ ୩ଟି ବାଇକ୍ରେ ଆସିଥିଲେ। ଫାଟ୍କ ପଡ଼ିଥିବା ଦେଖି ସମସ୍ତେ ରେଳ ଫାଟକ ପାର୍ଶ୍ୱରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ।