ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଆସିଛି ବଡ଼ ଟ୍ୱିଷ୍ଟ୍। ଏସି କଂପ୍ରେସର ବିସ୍ଫୋରଣରେ ମୃତ ଘୋଷିତ ଦିଲ୍ଲୀପ ସାମନ୍ତରାୟ ପ୍ରକୃତରେ ଜୀବିତ ! ଚିକିତ୍ସାଧୀନ ଥିବା ଯୁବକ ଜ୍ୟୋତିରଞ୍ଜନ ମଲ୍ଲିକ ବୋଲି ସମସ୍ତେ ଭାବୁଥିବା ବେଳେ, ଉକ୍ତ ଯୁବକ ଜଣକ ଭେଣ୍ଟିଲେଟରରୁ ବାହାରି ନିଜ ପରିଚୟ ଦିଲ୍ଲୀପ ସାମନ୍ତରାୟ ବୋଲି କହିଛନ୍ତି। ତେବେ ଏହି ଦ୍ୱନ୍ଦ୍ୱର ସମାଧାନ କରିବାକୁ ମନସ୍ତତ୍ତ୍ୱବିତ୍ ତାଙ୍କୁ ଦିଲୀପଙ୍କ ସମସ୍ତ ବ୍ୟକ୍ତିଗତ ପ୍ରଶ୍ନ ପଚାରିଥିଲେ ଏବଂ ସେ ସବୁ ଠିକ୍ ଠିକ୍ ଉତ୍ତର ଦେଇଥିଲେ। ତେଣୁ ସେ ହିଁ ଦିଲୀପ ବୋଲି ଏବେ ସମସ୍ତେ ବିଶ୍ୱାସ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।