Advertisment

ମୃତକ ଚିହ୍ନଟରେ ଏଭଳି ଗୁରୁତର ତ୍ରୁଟି ହେଲା କେମିତି ?

ଏହି ଦ୍ୱନ୍ଦ୍ୱର ସମାଧାନ କରିବାକୁ ମନସ୍ତତ୍ତ୍ୱବିତ୍ ତାଙ୍କୁ ଦିଲୀପଙ୍କ ସମସ୍ତ ବ୍ୟକ୍ତିଗତ ପ୍ରଶ୍ନ ପଚାରିଥିଲେ ଏବଂ ସେ ସବୁ ଠିକ୍ ଠିକ୍ ଉତ୍ତର ଦେଇଥିଲେ। ତେଣୁ ସେ ହିଁ ଦିଲୀପ ବୋଲି ଏବେ ସମସ୍ତେ ବିଶ୍ୱାସ କରୁଛନ୍ତି।

Advertisment

ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଆସିଛି ବଡ଼ ଟ୍ୱିଷ୍ଟ୍। ଏସି କଂପ୍ରେସର ବିସ୍ଫୋରଣରେ ମୃତ ଘୋଷିତ ଦିଲ୍ଲୀପ ସାମନ୍ତରାୟ ପ୍ରକୃତରେ ଜୀବିତ ! ଚିକିତ୍ସାଧୀନ ଥିବା ଯୁବକ ଜ୍ୟୋତିରଞ୍ଜନ ମଲ୍ଲିକ ବୋଲି ସମସ୍ତେ ଭାବୁଥିବା ବେଳେ, ଉକ୍ତ ଯୁବକ ଜଣକ ଭେଣ୍ଟିଲେଟରରୁ ବାହାରି ନିଜ ପରିଚୟ ଦିଲ୍ଲୀପ ସାମନ୍ତରାୟ ବୋଲି କହିଛନ୍ତି। ତେବେ ଏହି ଦ୍ୱନ୍ଦ୍ୱର ସମାଧାନ କରିବାକୁ ମନସ୍ତତ୍ତ୍ୱବିତ୍ ତାଙ୍କୁ ଦିଲୀପଙ୍କ ସମସ୍ତ ବ୍ୟକ୍ତିଗତ ପ୍ରଶ୍ନ ପଚାରିଥିଲେ ଏବଂ ସେ ସବୁ ଠିକ୍ ଠିକ୍ ଉତ୍ତର ଦେଇଥିଲେ। ତେଣୁ ସେ ହିଁ ଦିଲୀପ ବୋଲି ଏବେ ସମସ୍ତେ ବିଶ୍ୱାସ କରୁଛନ୍ତି।

Advertisment
Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe