ବିଲେଇ ପାଇଁ ଜୀବନ ଗଲା

ରାଜଧାନୀ ଭୁବନେଶ୍ୱର ଉପକଣ୍ଠରେ ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା ଘଟିଛି।

Manoj Swain
  • Published: Wednesday, 11 October 2023
  • Updated: 11 October 2023, 06:46 PM IST

Sports

Latest News

ବିଲେଇକୁ ଉଦ୍ଧାର ପାଇଁ ଜଣେ ପରେ ଜଣେ ୩ ଜଣ କୂଅକୁ ଡେଇଁଥିଲେ। ହେଲେ କୂଅ ଭିତରେ ଚାଲିଗଲା ଜଣକ ଜୀବନ। ଅନ୍ୟ ଜଣଙ୍କୁ ଉଦ୍ଧାର କରାଯାଇଛି। ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ପଟିଆ ଷ୍ଟେସନ ନିକଟରେ ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା ଘଟିଛି। ମୃତକଙ୍କ ଘର ଗଞ୍ଜାମ ଜିଲ୍ଲାରେ। ସେ ଜଣେ ଆଇସ୍‌କ୍ରିମ୍‌ ବେପାରୀ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos