ପାଣ୍ଡିଆନଙ୍କୁ ଗିରଫ କରାଯାଉ; କଂଗ୍ରେସ

କଂଗ୍ରେସ ପାଣ୍ଡିଆନଙ୍କ ବିରୁଦ୍ଧରେ ମାମଲା ସହ ଗିରଫ ଦାବି କରିଛି। ଏହାସହିତ ମୃତକଙ୍କ ପରିବାରକୁ ଏକ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି ।

Manoj Swain
  • Published: Wednesday, 24 January 2024
  • Updated: 24 January 2024, 12:45 PM IST

Sports

Latest News

ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। କଂଗ୍ରେସ ପାଣ୍ଡିଆନଙ୍କ ବିରୁଦ୍ଧରେ ମାମଲା ସହ ଗିରଫ ଦାବି କରିଛି। ଏହାସହିତ ମୃତକଙ୍କ ପରିବାରକୁ ଏକ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି । ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ କୁମାର ପଟ୍ଟନାୟକ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos