Advertisment

ପାଣ୍ଡିଆନଙ୍କୁ ଗିରଫ କରାଯାଉ; କଂଗ୍ରେସ

କଂଗ୍ରେସ ପାଣ୍ଡିଆନଙ୍କ ବିରୁଦ୍ଧରେ ମାମଲା ସହ ଗିରଫ ଦାବି କରିଛି। ଏହାସହିତ ମୃତକଙ୍କ ପରିବାରକୁ ଏକ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି ।

Advertisment

ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। କଂଗ୍ରେସ ପାଣ୍ଡିଆନଙ୍କ ବିରୁଦ୍ଧରେ ମାମଲା ସହ ଗିରଫ ଦାବି କରିଛି। ଏହାସହିତ ମୃତକଙ୍କ ପରିବାରକୁ ଏକ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି । ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ କୁମାର ପଟ୍ଟନାୟକ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Vk Pandian Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe