ପାଉଁଶ ହୋଇଗଲା ଶହ ଶହ ଶାଢ଼ି! | Odisha Reporter
ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଜଣାଯାଇଛି। ୟୁନିଟ-୧ ଓ ୟୁନିଟ-୨ ମାର୍କେଟକୁ ସଂଯୋଗ କରୁଥିବା ଭୂତଳ ମାର୍କେଟରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
