Advertisment

ଏକାଧିକ କପଡ଼ା ଦୋକାନ ଜଳିଗଲା, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

ୟୁନିଟ-୧ ଓ ୟୁନିଟ-୨ ମାର୍କେଟକୁ ସଂଯୋଗ କରୁଥିବା ଭୂତଳ ମାର୍କେଟରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା ।

Advertisment

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଜଣାଯାଇଛି। ୟୁନିଟ-୧ ଓ ୟୁନିଟ-୨ ମାର୍କେଟକୁ ସଂଯୋଗ କରୁଥିବା ଭୂତଳ ମାର୍କେଟରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା ।

Advertisment
Odisha Bhubaneswar Fire Breakout
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe