Advertisment

‘ମୋ ବସ୍‌’ ଧକ୍କାରେ ଯୁବକ ମୃତ

ଭୁବନେଶ୍ୱରରେ ମୋ ବସ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।

Mo Bus

Mo Bus

Advertisment

ଭୁବନେଶ୍ୱରରେ ମୋ ବସ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଚନ୍ଦକା ଥାନା ପାଞ୍ଚଗାଁ ପାଖରେ ଏହି ଦୁର୍ଘଟଣା ଘଟିଛି।

Advertisment

ମୃତକ ଅନ୍ଧାରୁଆର। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Road Accident Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe