ବଜ୍ରାଘାତରେ ମାଆପୁଅଙ୍କ ମୃତ୍ୟୁ। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ୍ ଜହ୍ନିମୂଳ ଗାଁରେ ଘଟିଛି। ବିଲରେ ମୁଗ ଉପାଡୁ ଥିବାବେଳେ ବଜ୍ରାଘାତରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।
Also Read
ଆଜି ଦିନସାରା ଗ୍ରୀଷ୍ମ ପ୍ରବାହ ଜାରି ରହିଥିଲା। ଗରମ ସତ୍ତ୍ୱେ ଚାଷ ଜମିକୁ ମୁଗ ଉପାଡ଼ିବାକୁ ଯାଇଥିଲେ ଡେରାବିଶ ବ୍ଲକ ଜହ୍ନିମୂଳ ଗାଁର ଶଶିରେଖା ବାରିକ ଓ ତାଙ୍କ ପୁଅ ରବୀନ୍ଦ୍ର। ମୁଗ ଉପାଡୁଥିବା ବେଳେ ଅପରାହ୍ନ ପ୍ରାୟ ୫ଟାରେ ହଠାତ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ତା’ପରେ ବର୍ଷିବା ସହିତ ପ୍ରବଳ ଘଡ଼ଘଡ଼ି ମାରିଥିଲା। ଆଉ ସେହି ବଜ୍ରପାତରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟିଥିଲା।
ରିପୋର୍ଟ- କେନ୍ଦ୍ରାପଡ଼ାରୁ ମନୋଜ ସ୍ୱାଇଁ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।