Advertisment

ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବେଲଡିହି ନିକଟରେ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି।

ଅଦ୍ୟତନ ହୋଇଛି
Advertisment

ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବେଲଡିହି ନିକଟରେ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ନବୀନ ନିବାସରେ ଦଳୀୟ ବୈଠକରେ ଯୋଗ ଦେଇ ପ୍ରସନ୍ନ ଆଚାର୍ଯ୍ୟ ବରଗଡ଼ ଫେରୁଥିଲେ। ବିଳମ୍ବିତ ରାତିରେ ୫୫ ନମ୍ବର ଜାତୀୟ ରାଜପଥରେ ତାଙ୍କ ଗାଡ଼ିକୁ ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଥିଲା। ସେହିଭଳି ତାଙ୍କ ପିଏସଓ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ICUରେ କେମିତି ଚିକିତ୍ସା କରାଯାଉଛି ଦେଖନ୍ତୁ..

Advertisment
BjD Prasanna Acharya Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe