ମାଛ ଧରିବାକୁ ଯାଇ ନଦୀରେ ଭାସିଗଲେ ବୃଦ୍ଧ। ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ସାଉଡି ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବୃଦ୍ଧ ଜଣଙ୍କ ହେଲେ ଶ୍ୟାମ ମାଝୀ।
ଗତକାଲି ଶ୍ୟାମ ହଂସକରା ନଦୀକୁ ମାଛ ଧରିବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତା କାରଣରୁ ତାଙ୍କ ଗୋଡ଼ ଖସି ଯାଇଥିଲା। ସେ ନଦୀରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଯେତେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ଆଜି ସକାଳେ ନଦୀରେ ବୃଦ୍ଧ ଭାସୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ତଦନ୍ତ କରୁଛି। ପରିବାର ଲୋକେ ମଧ୍ୟ ପହଞ୍ଚିଛନ୍ତି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।