Advertisment

ମାଛ ଧରିବାକୁ ଯାଇ ନଦୀରେ ଭାସିଗଲେ ବୃଦ୍ଧ

ଗତକାଲି ଶ୍ୟାମ ହଂସକରା ନଦୀକୁ ମାଛ ଧରିବାକୁ ଯାଇଥିଲେ।

Deadbody

Deadbody

Advertisment

ମାଛ ଧରିବାକୁ ଯାଇ ନଦୀରେ ଭାସିଗଲେ ବୃଦ୍ଧ। ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ସାଉଡି ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବୃଦ୍ଧ ଜଣଙ୍କ ହେଲେ ଶ୍ୟାମ ମାଝୀ।

Advertisment

ଗତକାଲି ଶ୍ୟାମ ହଂସକରା ନଦୀକୁ ମାଛ ଧରିବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତା କାରଣରୁ ତାଙ୍କ ଗୋଡ଼ ଖସି ଯାଇଥିଲା। ସେ ନଦୀରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଯେତେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ଆଜି ସକାଳେ ନଦୀରେ ବୃଦ୍ଧ ଭାସୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ତଦନ୍ତ କରୁଛି। ପରିବାର ଲୋକେ ମଧ୍ୟ ପହଞ୍ଚିଛନ୍ତି।

Deadbody Balasore
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe