ବଜାରକୁ ଚାଲିଚାଲି ଯାଉଥିଲେ ବୃଦ୍ଧ। ଦ୍ରୁତ ଗତିରେ ଆସି ବୃଦ୍ଧଙ୍କ ଉପରେ ମାଡ଼ିଗଲା ବୋଲେରୋ। ସୋନପୁର ଜିଲ୍ଲା ପିତାମହୁଲ ଛକର ସୁବଳୟା ରାସ୍ତାର ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ମୃତ ବୃଦ୍ଧ ଜଣଙ୍କ ହେଲେ ପ୍ରେମାନନ୍ଦ ଖେତୀ(୭୦)।
ସବୁଦିନ ପରି ଆଜି ସକାଳେ ବୃଦ୍ଧ ଜଣଙ୍କ ସୁବଳୟା ଦୈନିକ ବଜ଼ାରକୁ ଚାଲି ଚାଲି ଯାଉଥିଲେ। ସୁବଳୟା ରାସ୍ତା ଉପରେ ଏକ ବୋଲେରୋ ଆସି ବୃଦ୍ଧଙ୍କୁ ଧକ୍କା ଦେଇ ଫେରାର ମାରିଥିଲା।
Also Read
ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ସ୍ଥାନୀୟ ଲୋକେ ବୃଦ୍ଧଙ୍କ ପରିବାରକୁ କ୍ଷତି ପୂରଣ ଦେବାକୁ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।