Advertisment

ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ଗତକାଲି ବିଳମ୍ବିତ ରାତିରେ କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଏହି ଦୁର୍ଘଟଣା। ସୁଧାକରଙ୍କ ମୁଣ୍ଡ ଓ ଛାତିରେ ଆଘାତ ଲାଗିଛି।

Advertisment

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ। ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଏହି ଦୁର୍ଘଟଣା। ସୁଧାକରଙ୍କ ମୁଣ୍ଡ ଓ ଛାତିରେ ଆଘାତ ଲାଗିଛି। ଉଦ୍ଧାର କରାଯିବା ବେଳକୁ ତାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହେଉଥିଲା। କାର୍‌ରେ ମୋଟ ତିନି ଜଣ ଥିଲେ। ଡ୍ରାଇଭର ଗାଡ଼ି ଚଲାଉଥିବା ବେଳେ ସୁଧାକର ସାମ୍ନା ସିଟ୍‌ରେ ବସିଥିଲେ। 

Advertisment
Cuttack Ollywood Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe