ଟ୍ରେଲରକୁ ଭାରସାମ୍ୟ ହରାଇ ପଛରୁ ପିଟିଲା ଟ୍ରକ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା କେବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ଏହି ଦୁର୍ଘଟଣା ଘଟିଛି।
ମୃତକ ଜଣଙ୍କ ଟ୍ରକ୍ ଡ୍ରାଇଭର ବୋଲି ଜଣାଯାଇଛି। ଆହତ ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Also Read
ଗତକାଲି ବିଳମ୍ବିତ ରାତିରେ ଚୁନାଘାଟି ବ୍ରିଜ ଉପରେ ଏକ ଟ୍ରେଲର ଠିଆ ହୋଇଥିଲା। ଏହି ସମୟରେ ଏକ ଟ୍ରକ୍ ଦ୍ରୁତ ଗତିରେ ଆସି ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଟ୍ରେଲର ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଟ୍ରକ୍ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ରାଉରକେଲା ଆରଜିଏଚକୁ ସ୍ଥାନାନ୍ତର କରାଯାଇଛି। କେବଲାଙ୍ଗ ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।