ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ବୁଲାନ୍ସ। ଦୁର୍ଘଟଣାରେ ଜଣେ ରୋଗୀର ମୃତ୍ୟୁ ଘଟିଥିବା ବେଳେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ୩ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଳା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରହମପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଆମ୍ବୁଲାନ୍ସଟି କଟକର ଏକ ଘରୋଇ ମେଡିକାଲରୁ ରୋଗୀ ନେଇ ଫେରୁଥିଲା। ବିଞ୍ଝାରପୁର ଥାନା ବରହମପୁର ନିକଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଜଣେ ରୋଗୀର ମୃତ୍ୟୁ ଘଟିଥିଲା।
Also Read
ଏଥିସହ ଦୁର୍ଘଟଣାରେ ରୋଗୀଙ୍କର ୩ ଜଣ ସମ୍ପର୍କୀୟ ସମେତ ଆମ୍ବୁଲାନ୍ସ ଡ୍ରାଇଭର ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
Accident
ନିଆଁ ପୋଇଁ ହେଉଥିଲେ ବୃଦ୍ଧ; ଦଳିଦେଲା ଦନ୍ତା
ଗତକାଲି ବିଳମ୍ବିତ ରାତିରେ ଘର ବାହାରେ ନିଆଁ ଲଗାଇ ସେକି ହେଉଥିଲେ ସୋତୋ।