ରାୟଗଡ଼ା ଜିଲ୍ଲା ଗୁଣପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ଅସ୍ଥାୟୀ କଲୋନୀରେ ଜଣଙ୍କ ଘରେ ନିଆଁ ଲାଗି ଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।
ମୃତ ମହିଳାଙ୍କ ନାଁ ପ୍ରଭାତୀ ସୁନା (୫୦)। ଦୁଇ ଗୁରୁତର ଆହତଙ୍କୁ ଗୁଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗୁଣପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ନିଆଁ କେମିତି ଲାଗିଲା, ତାହା ସ୍ପଷ୍ଟ ହୋଇପାରି ନାହିଁ।
ଗୁଣୁପୁର ଉପଜିଲ୍ଲାପାଳ ଲଳିତ କହଁର, ତହସିଲଦାର ଲୀଳାବତୀ ଆଚାର୍ଯ୍ୟ, ଅତିରିକ୍ତ ତହସିଲଦାର ଅଂଶୁମାନ ପରିଡ଼ା ଓ ସହକାରୀ ଜିଲ୍ଲାପାଳ ସତ୍ୟଜିତ ନାୟକ ପ୍ରମୁଖ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।