ସମ୍ବଲପୁର-ସୋନପୁର ରାଜ୍ୟ ରାଜପଥର ଧମା ନିକଟରେ ଏକ ଯାତ୍ରୀବାହୀ ଅଟୋ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ମୃତାହତମାନେ ବରଗଡ଼ ଜିଲ୍ଲା ବିଶିପାଲି ଗାଁର।
Also Read
ଆଜି ସମସ୍ତେ ଏକ ଅଟୋ ରିଜର୍ଭ କରି ବରଗଡ଼ରୁ ସମ୍ବଲପୁରର ହୁମା ମନ୍ଦିର ଦର୍ଶନ ପାଇଁ ଯାଉଥିବା ବେଳେ ବାଟରେ ଦୁର୍ଘଟଣା ଘଟିଥିଲା। ଆହତମାନଙ୍କୁ ପ୍ରଥମେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଜଣଙ୍କୁ ଛାଡ଼ି ଅନ୍ୟ ସମସ୍ତ ଆହତଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଟୋରେ କ୍ଷମତା ଠାରୁ ଢେର ଅଧିକ ଯାତ୍ରୀ ବସିଥିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଧମା ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।