ମହୁମାଛି ଆକ୍ରମଣରେ ଜେଜେର ମୃତ୍ୟୁ ଘଟିଥିବା ବେଳେ ନାତିର ଅବସ୍ଥା ଗୁରୁତର ରହିଛି। ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ମାଛକୁଣ୍ଡ ଥାନା ଅନ୍ତର୍ଗତ ବାରଙ୍ଗବାଡ଼ି ଗାଁ ନିକଟ ଜଙ୍ଗଲରେ। ଆହତ ନାତିକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ବୃଦ୍ଧଙ୍କର ପରିଚୟ ମିଳିନାହିଁ।
ଆଜି ସକାଳେ ଜେଜେ ଓ ନାତି ଗାଈ ଚରାଇବାକୁ ଗାଁ ନିକଟ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ମହୁମାଛି ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଜେଜେର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ବେଳେ ନାତିର ଚିକିତ୍ସା ଜାରି ରହିଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।