ଭାରସାମ୍ୟ ହରାଇ ଜାତୀୟ ରାଜପଥରୁ ପ୍ରାୟ ୨୦ ଫୁଟ୍ ତଳକୁ ଖସି ପଡ଼ିଲା ଗୋରୁ ବୋଝେଇ ପିକଅପ ଭ୍ୟାନ୍। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ରାଜଘାଟ ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ଗୋରୁର ମୃତ୍ୟୁ ହୋଇଥିବା ବେଳେ
ଶତାଧିକ ଗୋରୁ ଆହତ ହୋଇଛନ୍ତି।
Also Read
ଗତକାଲି଼ ଗୋରୁ ବୋଝେଇ ପିକଅପ୍ ଭ୍ୟାନଟି ଭଦ୍ରକରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ରାଜଘାଟ ବ୍ରିଜ ନିକଟରେ ଭ୍ୟାନଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକେ ପହଞ୍ଚି ମୃତାହତ ଗୋରୁଙ୍କୁ ଉଦ୍ଧାର କରି ବସ୍ତା ପୁଲିସକୁ ଖବର ଦେଇଥିଲେ। ଆହତ ଗୋରୁଙ୍କୁ ଚିକିତ୍ସା ପାଇଁ ପଠାଯାଇଛି। ବସ୍ତା ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ରାସ୍ତାରେ ଜଳିଗଲା ଟ୍ରକ୍-କଣ୍ଟେନର; ଡ୍ରାଇଭର ଜୀବନ୍ତ ଦଗ୍ଧ
କଣ୍ଟେନର ଚାଳକ ରେହେମାନ ଖାନା ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଖଳାସୀ ଗୁରୁତର ଆହତ ହୋଇଛି। ତାଙ୍କୁ ଉଦ୍ଧାର କରାଯାଇ ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Accident
ଚାଷୀଙ୍କୁ ଦଳି ଦେଲା ଦନ୍ତା
ଆଜି ସନ୍ଧ୍ୟାରେ ସେ ଶୌଚ ହେବା ପାଇଁ ଯାଇଥିବା ବେଳେ ଏକ ଦନ୍ତା ହାବୁଡ଼ରେ ପଡ଼ି ଯାଇଥିଲେ।
Accident
ଚନ୍ଦକା ଶିଳ୍ପାଞ୍ଚଳରେ କ୍ଲୋରିନ ଗ୍ୟାସ୍ ଲିକ, ରାସ୍ତା ବନ୍ଦ କଲା ପୁଲିସ୍
ମାସ୍କ ପିନ୍ଧି ଆଧୁନିକ ଉପକରଣ ସହ ଅଗ୍ନିଶମ ଟିମ୍ର ଉଦ୍ୟମ କରୁଛନ୍ତି। ସଂପୃକ୍ତ ଅଞ୍ଚଳରେ ରାସ୍ତାଘାଟ ବନ୍ଦ କରିଛି କମିଶନରେଟ୍ ପୁଲିସ।
Accident
ଆଳୁ ଓ ଚାଉଳ ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା
ଆଳୁ ବୋଝେଇ ଟ୍ରକ୍ର ସମ୍ମୁଖ ଭାଗ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏହାର ଡ୍ରାଇଭର ବହୁ ସମୟ ଧରି ଫସି ରହିଥିଲେ।
Accident
କାଲି ମହାନଦୀରେ ବୁଡ଼ି ଯାଇଥିଲେ, ଆଜି ମିଳିଲା ଛାତ୍ରଙ୍କ ମୃତଦେହ
ଆଜି ସକାଳୁ ଅଗ୍ନିଶମ ବିଭାଗ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ବହୁ ସମୟ ଖୋଜାଖୋଜି କରିବା ପରେ ମନୋରଞ୍ଜନଙ୍କ ମୃତଦେହ ଉଦ୍ଧାର ହୋଇଛି।