Advertisment

ବାଇକକୁ ପିଟିଲା ବାଇକ୍ ; ଜଣେ ମୃତ

ପୁଲିସ ଦୁଇଟି ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

ଅଦ୍ୟତନ ହୋଇଛି
Accident

Accident

Advertisment

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ଜାମୁଝାଡ଼ି ରାସ୍ତାର ମଖଲପୁର ଛକରେ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି।ଆହତ ବାଇକ୍ ଆରୋହୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଜଣେ ବାଇକ୍ ଆରୋହୀ ଜାମୁଝାଡ଼ି ରାସ୍ତାର ମଖଲପୁର ଛକ ଦେଇ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ବାଇକ୍ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ପୁଲିସ ଦୁଇଟି ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Roadaccident Bhadrak News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe