ଗୋରୁ ବ୍ୟବସାୟୀଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି। ଦୁର୍ଘଟଣାରେ ଗୋରୁ ବ୍ୟବସାୟୀଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଟି ବଳଦଙ୍କ ମୃତ୍ୟୁ ଘଟିଛି।। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ଧରଣୀଧର ପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କନ୍ତସରା ଗାଁର ସଂକାଳି ପାତ୍ର
ଆଜି ଭୋରରୁ ସଂକାଳି ଦୁଇଟି ବଳଦ ନେଇ ଗମଲେଇ ହାଟକୁ ଯାଉଥିଲେ। ଧରପାଲି ନିକଟରେ ଏକ ଅଜଣା ଗାଡ଼ି ଗୋରୁ ବ୍ୟବସାୟଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଗୋରୁ ବ୍ୟବସାୟୀଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକ ପରିବାରକୁ କ୍ଷତି ପୂରଣ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଥିଲେ।
Also Read
ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଜମିରେ ପଡିଛି ହାତୀର କ୍ଷତବିକ୍ଷତ ମୃତଦେହ, କାରଣ ଅସ୍ପଷ୍ଟ
କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ କନ୍ତଲେଇ ଦଢ଼ିଆ ସାହି ପାଖରେ ଏକ ମାଈହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କେମିତି ହେଲା ହାତୀର ମୃତ୍ୟୁ ତାହା ସ୍ପଷ୍ଟ ହୋଇନାହିଁ ।
Accident
ଷ୍ଟପ୍ ବୋର୍ଡ ଭାଙ୍ଗି ମାଡ଼ି ଆସିଲା ଗୋରୁ ବୋଝେଇ ଗାଡ଼ି; ଅଳ୍ପକେ ବର୍ତ୍ତିଲେ ଏଏସଆଇ
ଜୀବନ ବଞ୍ଚାଇବାକୁ ଯାଇ ଏଏସଆଇ ରାସ୍ତାର ଅନ୍ୟ ପାର୍ଶ୍ୱକୁ ଡେଇଁ ପଡ଼ିଥିଲେ।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।
Accident
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା;୨ ମୃତ, ୨ଗୁରୁତର
ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
Accident
ଟ୍ରାକ୍ଟର ତଳେ ଚାପି ହୋଇଗଲେ ଡ୍ରାଇଭର, ପରିବାର ମାଗୁଛି ୫୦ ଲକ୍ଷ
ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ପରିବାର ଦାବି କରୁଛି ୫୦ ଲକ୍ଷ କ୍ଷତିପୂରଣ। ଫଳରେ କାଲିଠୁ ଉଠିପାରୁନି ମୃତଦେହ।