ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି। ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିଷ୍ଣୁ ଜେନା। ତାଙ୍କ ଘର ଭଦ୍ରକ ବ୍ଲକ ଅଧିନ ମୁଳଗାଁର ବୋଲି ଜଣାଯାଇଛି।
ଆଜି ସକାଳେ ବିଷ୍ଣୁ କୌଣସି କାମରେ ଭଦ୍ରକ ଆସୁଥିଲେ। ଗେଲପୁର ଛକ ନିକଟରେ ଏକ ଅଜଣା ଗାଡ଼ି ଆସି ସାଇକେଲ ଆରୋହୀଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ବିଷ୍ଣୁଙ୍କର ମୃତ୍ୟୁ ଘଟିଥିଲା।
Also Read
ଘଟଣାସ୍ଥଳରେ ତାଙ୍କର ଖଣ୍ଡ ବିଖଣ୍ଡିତ ମୃତଦେହ ପଡିଥିବା ବେଳେ ସ୍ଥାନୀୟ ଲୋକେ ଦେଖି ଗ୍ରାମାଞ୍ଚଳ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।