Advertisment

ସ୍କୁଟି ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଦୁର୍ଘଟଣା ପରେ ଟ୍ରକ୍ ଚାଳକ ଗାଡ଼ି ନେଇ ଫେରାର ହୋଇଯାଇଛି।

Accident

Accident

Advertisment

ସ୍କୁଟି ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। କଳାହାଣ୍ଡି ଜିଲ୍ଲା ମ୍ୟୁନିସିପାଲିଟି କାର୍ଯ୍ୟାଳୟ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି। ମୃତ ସ୍କୁଟି ଆରୋହୀଙ୍କର ପରିଚୟ ମିଳିନାହିଁ।

Advertisment

ଆଜି ସକାଳେ ବ୍ୟକ୍ତି ଜଣଙ୍କ କୌଣସି କାମରେ ବଜାରକୁ ଆସିଥିଲେ। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍‌  ସ୍କୁଟି ଆରୋହୀଙ୍କୁ ଧକ୍କା ଦେଇଥିଲା। ସ୍କୁଟି ଆରୋହୀ ଜଣଙ୍କ ଛିଟିକି ତଳେ ପଡ଼ି ଯାଇଥିଲେ। ତାଙ୍କ ଉପରେ ଟ୍ରକ୍ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ଟ୍ରକ୍ ଚାଳକ ଗାଡ଼ି ନେଇ ଫେରାର ହୋଇଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
Kalahandi Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe