Advertisment

ରାସ୍ତାକଡ଼କୁ ଓଲଟିଲା ଥଣ୍ଡା ପାନୀୟ ବୋଝେଇ ଟ୍ରକ୍

ଆଜି ସକାଳେ ଟ୍ରକ୍‌ଟି  ଥଣ୍ଡା ପାନୀୟ ବୋଝେଇ କରି ଖୋର୍ଦ୍ଧାରୁ ରାୟଗଡ଼ା ଜିଲ୍ଲା ଟିକିରି ଅଭିମୁଖେ ଯାଉଥିଲା।

ଅଦ୍ୟତନ ହୋଇଛି
Accident

Accident

Advertisment

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡ଼ିଲା ଥଣ୍ଡା ପାନୀୟ ବୋଝେଇ ଟ୍ରକ। ଗଜପତି ଜିଲ୍ଲା ଅଡବା ଥାନା ନଳାଘାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଟ୍ରକ୍  ଡ୍ରାଇଭର ଆହତ ହୋଇଛନ୍ତି। ତାଙ୍କୁ ବିରୀକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। 

Advertisment

ଆଜି ସକାଳେ ଟ୍ରକ୍‌ଟି ଥଣ୍ଡା ପାନୀୟ ବୋଝେଇ କରି ଖୋର୍ଦ୍ଧାରୁ ରାୟଗଡ଼ା ଜିଲ୍ଲା ଟିକିରି ଅଭିମୁଖେ ଯାଉଥିଲା। ଏହି ସମୟରେ ନଳାଘାଟ ନିକଟରେ  ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଡ୍ରାଇଭର କ୍ୟାବିନ ଭିତରେ ଚାପି ହୋଇ ଯାଇଥିଲେ।  ପୁଲିସ ପହଞ୍ଚି ଟ୍ରକ୍ ଡ୍ରାଇଭରକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।

Road Accident Gajpati
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe