ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ବସ୍। ଏଥିରେ ଜଣେ ପୁଲିସ କର୍ମଚାରୀ ଆହତ ହୋଇଥିବା ବେଳେ ଅଳ୍ପକେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି ୨୦ ଜଣ ପୁଲିସ କର୍ମଚାରୀ। ଗଞ୍ଜାମ ଜିଲ୍ଲା ଛତ୍ରପୁର ଡିଆରଡିଏ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ପୁଲିସ କର୍ମଚାରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ପୁଲିସ କର୍ମଚାରୀମାନେ ନିର୍ବାଚନ ଡ୍ୟୁଟି ସାରି ଏକ ବସ୍ରେ ଭଞ୍ଜନଗରରୁ ଛତ୍ରପୁର ଫେରୁଥିଲେ। ଡିଆରଡିଏ ଛକ ନିକଟରେ ବସଟି ଭାରସାମ୍ୟ ହରାଇ ଡିଭାଇଡରେ ପିଟି ହୋଇଯାଇଥିଲା। ତେବେ ଅଳ୍ପକେ ବର୍ତ୍ତି ଯାଇଥିଲେ ୨୦ ଜଣ ପୁଲିସ କର୍ମଚାରୀ ବର୍ତ୍ତି ଯାଇଥିଲେ। ସେମାନଙ୍କ ମଧ୍ୟରୁ କେବଳ ଜଣେ ଆହତ ହୋଇଛନ୍ତି।
Also Read
ଅନ୍ୟପକ୍ଷରେ ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।