Advertisment

ହୋଲିରେ ରଙ୍ଗ ଖେଳି ୨୦ ଅସୁସ୍ଥ

ରଙ୍ଗରେ କିଛି କେମିକାଲ ମିଶାଯିବା ଯୋଗୁ ଏଭଳି ଦେହରେ ଫୋଟକା ହୋଇଥିବା ସନ୍ଦେହ କରାଯାଉଛି।

ଅଦ୍ୟତନ ହୋଇଛି
Holi

Holi

Advertisment

ହୋଲିରେ କେମିକାଲ ମିଶା ରଙ୍ଗ ଖେଳି ୨୦ ଜଣ ଯୁବକ ଅସୁସ୍ଥ  ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଏହି ଘଟଣା ଘଟିଛି। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advertisment

ଅଶୋକନଗର ଓ ଆନନ୍ଦ ନଗରରର ୨୦ ଜଣ ଯୁବକ ହୋଲି ଦିନ କେମିକାଲ ମିଶା ରଙ୍ଗ ଖେଳିଥିଲେ। ଗତକାଲି ସନ୍ଧ୍ୟାବେଳେ ସେମାନଙ୍କ ଦେହସାରା ଫୋଟକା ପରି ଫଳିଯାଇଥିଲା। ଏହାସହ ସେମାନେ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ସେମାନଙ୍କୁ କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

ରଙ୍ଗରେ କିଛି କେମିକାଲ ମିଶାଯିବା ଯୋଗୁ ଏଭଳି ଦେହରେ ଫୋଟକା ହୋଇଥିବା ସନ୍ଦେହ କରାଯାଉଛି। ଏ ସମ୍ପର୍କରେ ଅସୁସ୍ଥ ଯୁବକଙ୍କ ପରିବାର ଲୋକଙ୍କର ପ୍ରତିକ୍ରିୟା ମିଳିପାରିନାହିଁ l

Advertisment
Bolangir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe