ସମ୍ବଲପୁରରେ କାର୍ଯ୍ୟରତ ଜଣେ ପୁଲିସ୍ ଏଏସ୍ଆଇଙ୍କର ଆଜି ମୃତ୍ୟୁ ଘଟିଛି। ତାଙ୍କ ନାଁ ପଞ୍ଚୁ ବାଗ। ସେ ସମ୍ବଲପୁର ସହରର ବରେଇପାଲି ଥାନାରେ କାର୍ଯ୍ୟରତ ଥିଲେ।
Also Read
ଏଏସ୍ଆଇ ପଞ୍ଚୁ ବାଗ ଆଜି ଡ୍ୟୁଟିରେ ଥିବା ବେଳେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ ହସପିଟାଲ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।
ହୃଦଘାତ ଯୋଗୁଁ ପଞ୍ଚୁ ବାଗଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଖବର ପାଇ ତାଙ୍କ ପରିବାର ଲୋକେ ଓ ବରିଷ୍ଠ ପୁଲିସ ଅଧିକାରୀମାନେ ଡାକ୍ତରଖାନାରେ ପହଞ୍ଚିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।