ରାଜଧାନୀ ଭୁବନେଶ୍ୱରରେ ଆଜି ଏକ ପୁଲିସ୍ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୯ ମହିଳା ପୁଲିସ କର୍ମଚାରୀ ଆହତ ହୋଇଛନ୍ତି।
ମହିଳା ପୁଲିସ୍ କର୍ମଚାରୀଙ୍କୁ ଧରି ଗାଡ଼ିଟି କେନ୍ଦ୍ରାପଡ଼ାକୁ ନିର୍ବାଚନୀ ଡ୍ୟୁଟି ଅଭିମୁଖେ ଯାଉଥିଲା। କେନ୍ଦ୍ରାପଡ଼ାରେ ଆସନ୍ତା ୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ମାତ୍ର ବାଣୀବିହାର ସତସଙ୍ଗ ପାର୍କ ଆଗରେ ଗାଡ଼ିଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ୯ ମହିଳା ପୁଲିସ୍ କର୍ମଚାରୀ ଆହତ ହୋଇଛନ୍ତି।
Also Read
ଖବର ପାଇ ତୁରନ୍ତ ସ୍ଥାନୀୟ ପୁଲିସ୍ ପହଞ୍ଚି ଆହତ ମହିଳା ପୁଲିସ୍ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସମସ୍ତେ ବିପଦମୁକ୍ତ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।