ଗତକାଲି ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି । ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି। ତେବେ ପୁରୀ ମେଡିକାଲ୍ରେ ଆବଶ୍ୟକୀୟ ଡାକ୍ତର ଓ ବର୍ଣ୍ଣ ୟୁନିଟ୍ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କଲେ ସ୍ଥାନୀୟ ବାସିନ୍ଦା। ସେହିଭଳି ବାଣ ଫୁଟାଇବା ପାଇଁ ଅନୁମତି ଦେଲା କିଏ ବୋଲି ପ୍ରଶ୍ନ କରିଛନ୍ତି ଜଣେ ସ୍ଥାନୀୟ ବାସିନ୍ଦା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରଙ୍ଗରୁଟ ହେଲା କାଳ; ଜଣଙ୍କ ଜୀବନ ଗଲା, ଆଉ ଜଣେ ଗୁରୁତର
ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।
Accident
ଫାଟକରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ! ମାଡ଼ିଗଲା ଟ୍ରେନ୍, ୨ ମୃତ
ଟ୍ରେନ୍ ଆସୁଥିବାରୁ ରାତି ପ୍ରାୟ ୯ଟା ବେଳେ କଳୁଙ୍ଗା ରେଳ ଫାଟକ ପଡ଼ିଥିଲା। ଠିକ୍ ସେତିକି ବେଳେ ୫ ଜଣ ଯୁବକ ୩ଟି ବାଇକ୍ରେ ଆସିଥିଲେ। ଫାଟ୍କ ପଡ଼ିଥିବା ଦେଖି ସମସ୍ତେ ରେଳ ଫାଟକ ପାର୍ଶ୍ୱରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ।