ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।
ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମୟରେ ବିଧାୟକ ରହିଥିଲେ। ୨୦୧୮- ୨୦୨୨ ପର୍ଯ୍ୟନ୍ତ ସମ୍ବଲପୁରର କଂଗ୍ରେସର ଜିଲ୍ଲା ସଭାପତି ଓ AICC ସଦସ୍ୟ ରହିଥିଲେ।
ବ୍ରଜରାଜନଗର ସ୍ଥିତ ହରିଓଁ ବିହାର ବାସଭବନରେ ତାଙ୍କ ମର ଶରୀରକୁ ରଖାଯାଇଛି। ନେତା ଓ କର୍ମୀ ପୂର୍ବତନ ବିଧାୟକଙ୍କୁ ଶେଷ ଦର୍ଶନ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।