ହାଇଟେକ୍‌ ହସ୍ପିଟାଲ ଟ୍ରାଜେଡି; ୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଶ୍ରୀତମ ସାହୁ ପରିବାରର ଏକମାତ୍ର ରୋଜଗାରିଅ ପୁଅ ହୋଇଥିବାରୁ ତାଙ୍କ ମୃତ୍ୟୁ ପରେ ସମଗ୍ର ପରିବାର ବେସାହାରା ହୋଇ ପଡ଼ିଛି।

Manoj Swain
  • Published: Wednesday, 03 January 2024
  • Updated: 03 January 2024, 12:03 PM IST

Sports

Latest News

ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲ୍ଲା ଡେଲାଙ୍ଗ ଚାଇଁପୁର ଗାଁର ୨୩ ବର୍ଷୀୟ ଶ୍ରୀତମ ସାହୁ । ସେ ପରିବାରର ଏକମାତ୍ର ରୋଜଗାରିଅ ପୁଅ ହୋଇଥିବାରୁ ତାଙ୍କ ମୃତ୍ୟୁ ପରେ ସମଗ୍ର ପରିବାର ବେସାହାରା ହୋଇ ପଡ଼ିଛି। ତେବେ ଶ୍ରୀତମଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ଗତ ୨୯ ତାରିଖରେ ହୋଇଥିବା ବିସ୍ଫୋରଣରେ ହିଁ ୪ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ମାତ୍ର ମେଡିକାଲ ଉପରେ ଚାପ ପଡ଼ିବା ଭୟରେ ସେମାନେ ସମସ୍ତଙ୍କୁ ମୃତ ବୋଲି ଘୋଷଣା କରୁ ନାହାନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos