Advertisment

ହାଇଟେକ୍‌ ହସ୍ପିଟାଲ ଟ୍ରାଜେଡି; ୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଶ୍ରୀତମ ସାହୁ ପରିବାରର ଏକମାତ୍ର ରୋଜଗାରିଅ ପୁଅ ହୋଇଥିବାରୁ ତାଙ୍କ ମୃତ୍ୟୁ ପରେ ସମଗ୍ର ପରିବାର ବେସାହାରା ହୋଇ ପଡ଼ିଛି।

Advertisment

ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲ୍ଲା ଡେଲାଙ୍ଗ ଚାଇଁପୁର ଗାଁର ୨୩ ବର୍ଷୀୟ ଶ୍ରୀତମ ସାହୁ । ସେ ପରିବାରର ଏକମାତ୍ର ରୋଜଗାରିଅ ପୁଅ ହୋଇଥିବାରୁ ତାଙ୍କ ମୃତ୍ୟୁ ପରେ ସମଗ୍ର ପରିବାର ବେସାହାରା ହୋଇ ପଡ଼ିଛି। ତେବେ ଶ୍ରୀତମଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ଗତ ୨୯ ତାରିଖରେ ହୋଇଥିବା ବିସ୍ଫୋରଣରେ ହିଁ ୪ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ମାତ୍ର ମେଡିକାଲ ଉପରେ ଚାପ ପଡ଼ିବା ଭୟରେ ସେମାନେ ସମସ୍ତଙ୍କୁ ମୃତ ବୋଲି ଘୋଷଣା କରୁ ନାହାନ୍ତି। 

Advertisment
Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe