ଜଣେ ପ୍ରଶାସନିକ ଅଧିକାରୀ କାହିଁକି ଆତ୍ମହତ୍ୟା କଲେ ? ତାହାର ଗନ୍ଧ-ବାସ୍ନା କେହି ବି ବାରିପାରୁ ନାହାନ୍ତି। ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଲକର ବିଡିଓ ବିଶ୍ବରଞ୍ଜନ ମହାନ୍ତିଙ୍କ ଆତ୍ମହତ୍ୟାକୁ ନେଇ ଦ୍ବନ୍ଦ୍ବ ବଢ଼ିବାରେ ଲାଗିଛି। ପରିବାର ଲୋକଙ୍କଠୁ ଆରମ୍ଭ କରି ସହକର୍ମୀ, ଏବେ ସମସ୍ତେ ଆଶ୍ଚର୍ଯ୍ୟ, ହସଖୁସ ମିଞ୍ଜାସର ବ୍ୟକ୍ତି ଜଣଙ୍କ କାହିଁକି ଆତ୍ମହତ୍ୟା କରିବେ ? ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।