ମା’ ଓ ଦୁଇ ପୁଅଙ୍କ ଉପରେ ମାଡ଼ିଗଲା କାର୍। ଦୁର୍ଘଟଣାରେ ସାନ ପୁଅର ମୃତ୍ୟୁ ଘଟିଥିବା ବେଳେ ବଡ଼ ପୁଅ ଓ ମା’ ଗୁରୁତର ଆହତ ହୋଇଛନ୍ତି। ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା କୁଲୁରୁକୁମ୍ପା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ମା’ ଓ ବଡ଼ ପୁଅକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମା’ ଓ ଦୁଇ ପୁଅକୁ ନେଇ ବିଲକୁ ଯାଉଥିଲେ। ଏହି ସମୟରେ ଏକ କାର ଦ୍ରୁତ ଗତିରେ ଆସି ମା’ ଓ ୨ପୁଅଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ସାନ ପୁଅର ମୃତ୍ୟୁ ଘଟିଥିବା ବେଳେ ମା’ ଓ ବଡ଼ ପୁଅ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Also Read
ଦୁର୍ଘଟଣାପରେ ପୁଲିସ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉ଼ଚରା କରୁଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।