କେନ୍ଦୁଝର ଜିଲ୍ଲା ଘଷିପୁରା ବ୍ଲକ ଅନ୍ତର୍ଗତ ବରମାଳ ଗାଁର ଗୋଲକ ଜେନା । ତାଙ୍କ ଆଶାର ଆଲୋକ ତଥା ତାଙ୍କ ପୁଅ ମିଲୁ ଜେନା ବେଙ୍ଗାଲୁରୁରେ ଡ୍ରାଇଭର ଭାବେ କାମ କରୁଥିଲେ । ସେଠାରେ ମିଲୁ ଏକ ଦୁର୍ଘଟଣାର ଶିକାର ହୋଇ ଗୁରୁତର ହୋଇଥିଲେ । ମିଲୁ ଏବେବି ସଂଜ୍ଞାହୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି, ଆଉ ପାଖରେ ଟଙ୍କା ନଥିବାରୁ ଡ଼ାକ୍ତରଖାନା କର୍ତ୍ତୃପକ୍ଷ ମିଲୁଙ୍କ ଚିକିତ୍ସା ବନ୍ଦ କରିଦେଇଛନ୍ତି । ତେବେ ଏହି ଦୁର୍ଘଟଣା ପରେ ମିଲୁକୁ ବଞ୍ଚେଇବା ପାଇଁ ଆକୁଳ ନିବେଦନ କରିଛନ୍ତି ପରିବାର ଲୋକ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।