ତାମିଲନାଡୁର ସାଲେମରେ ଭୟଙ୍କର ଦୁର୍ଘଟଣା। ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଲା ଭ୍ୟାନ୍। ଘଟଣାସ୍ଥଳରେ ଚାଲିଗଲା 6 ଜଣଙ୍କ ଜୀବନ। ଆଜି ଭୋଅର ପ୍ରାୟ 4ଟା ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଏଙ୍ଗୁରରୁ 8 ଜଣ ଯାତ୍ରୀ ଏକ ଭ୍ୟାନ୍ ଯୋଗେ ପେରୁନ୍ଥୁରାଇକୁ ଯାତ୍ରା କରୁଥିଲେ। ଏହି ସମୟରେ ତାମିଲନାଡୁର ସାଲେମ-ଏରୋଡ ରାଜପଥ ନିକଟରେ ଛିଡା ହୋଇଥିବା ଏକ ଟ୍ରକୁ ଭ୍ୟାନଟି ଦ୍ରୁତଗତିରେ ଆସି ଧକ୍କା ଦେଇଥିଲା। ଏଥିରେ 6 ଜଣଙ୍କର ମୃତ୍ୟୁ ଘଟିଛି।
Also Read
ମୃତକଙ୍କ ମଧ୍ୟରେ ଜଣେ ଏକ ବର୍ଷର ଶିଶୁ ମଧ୍ୟ ଥିଲା। ଡ୍ରାଇଭର ଓ ଅନ୍ୟ ଜଣେ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ସିସିଟିଭି ଫୁଟେଜ୍ ମାଧ୍ୟମରେ ଏହି କାରଣରୁ ମୃତ୍ୟୁ ଘଟିଥିବା କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ବିଦ୍ୟୁତ୍ ଆଘାତରେ ମା’ ଓ ଶିଶୁପୁତ୍ର ମୃତ
ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଂଶପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
Accident
ଭୋଜି ଖାଇବାକୁ ଯାଉଥିଲେ, ଗାଡ଼ି ଓଲଟି ପଡ଼ିବାରୁ ଚାଲିଗଲା ୨ ଜଣଙ୍କ ଜୀବନ
ଦୁର୍ଘଟଣାଗ୍ରସ୍ତ ଟାଟା ଏସିରେ ୧୦ରୁ ଅଧିକ ଯାତ୍ରୀ ଥିଲେ। ସେମାନେ ବୋରୋସିଙ୍ଗି ଗ୍ରାମକୁ ଏକ ଭୋଜିରେ ଯୋଗ ଦେବାକୁ ଯାଉଥିଲେ।

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।