ପତାକା ଉତ୍ତୋଳନ କରି ସାରି ଟଳି ପଡ଼ିଲେ ପ୍ରଧାନ ଶିକ୍ଷକ। ଏପରି ଦୁଃଖଦ ଘଟଣା ଘଟିଛି ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକ୍ ମଲେଶ୍ଵରି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ। ମୃତ ବ୍ୟକ୍ତି ଜଣଙ୍କ ପ୍ରଫୁଲ୍ଲ ଚନ୍ଦ୍ର ସାହୁ। ସେ ମଲେଶ୍ଵରି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଭାବେ କାର୍ଯ୍ୟ କରୁଥିଲେ।
ଆଜି ସକାଳେ ପ୍ରଫୁଲ୍ଲ ସ୍କୁଲରେ ପତାକା ଉତ୍ତୋଳନ କରିଥିଲେ। ପତାକା ଉତ୍ତୋଳନ କରି ସେ ଘରକୁ ଯିବାକୁ ବାହାରିବା ବେଳେ ତଳେ ପଡ଼ିଯାଇଥିଲେ। ତାଙ୍କ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
Also Read
ପ୍ରଫୁଲ୍ଲଙ୍କ ମୃତ୍ୟୁ ପରେ ଶୋକର ଛାୟା ଖେଳିଯାଇଛି। ପ୍ରଫୁଲ୍ଲଙ୍କ ମୃତ୍ୟୁକୁ ପରିବାର କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।
Accident
ସାଇକେଲରେ ଯାଉଥିଲେ ଦମ୍ପତି, ଚଢ଼ିଗଲା ଟ୍ରକ୍
ଦୁର୍ଘଟଣା ଘଟାଇ ଫେରାର ହୋଇଯାଉଥିବା ଟ୍ରକ୍କୁ ଲୋକେ ପିଛା କରି ଧରିଥିଲେ।