Advertisment

ଦେବୀ ନଦୀରେ ଭାସିଗଲେ ଯୁବକ

ମାଛଗାଁ ନିକଟରେ ଭରା ନଦୀରେ ଭାସି ଯାଇ ଯୁବକ ନିଖୋଜ

River

River

Advertisment

ଦେବୀ ନଦୀରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଛନ୍ତି। ଘଟଣାଟି ଘଟିଛି ଜଗତସିଂହପୁର ଜିଲ୍ଲା ମାଛଗାଁ ନିକଟରେ। ଯୁବକ ଜଣଙ୍କ ନଦୀରେ ଭାସି ଯାଉଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି। ନିଖୋଜ ଯୁବକଙ୍କର ପରିଚୟ ଜଣାପଡ଼ି ନାହିଁ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe